Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 143

ଗୀତସଂହିତା 143:8-9

Help us?
Click on verse(s) to share them!
8ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।
9ହେ ସଦାପ୍ରଭୁ, ମୋ’ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ।

Read ଗୀତସଂହିତା 143ଗୀତସଂହିତା 143
Compare ଗୀତସଂହିତା 143:8-9ଗୀତସଂହିତା 143:8-9