Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 144

ଗୀତସଂହିତା 144:12-14

Help us?
Click on verse(s) to share them!
12ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନାବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ ଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ;
13ଆମ୍ଭମାନଙ୍କ ଭଣ୍ଡାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ; ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ;
14ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ; କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି, ଆମ୍ଭମାନଙ୍କ ଛକ ସ୍ଥାନରେ କୌଣସି କୋଳାହଳ ହେବ ନାହିଁ;

Read ଗୀତସଂହିତା 144ଗୀତସଂହିତା 144
Compare ଗୀତସଂହିତା 144:12-14ଗୀତସଂହିତା 144:12-14