Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 144

ଗୀତସଂହିତା 144:3-4

Help us?
Click on verse(s) to share them!
3ହେ ସଦାପ୍ରଭୁ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ ? ସେ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର ?
4ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ।

Read ଗୀତସଂହିତା 144ଗୀତସଂହିତା 144
Compare ଗୀତସଂହିତା 144:3-4ଗୀତସଂହିତା 144:3-4