Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 145

ଗୀତସଂହିତା 145:12-16

Help us?
Click on verse(s) to share them!
12ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ।
13ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ।
14ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି ଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି।
15ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ; ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ।
16ତୁମ୍ଭେ ଆପଣା ହସ୍ତ ମେଲାଇ ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଅଛ।

Read ଗୀତସଂହିତା 145ଗୀତସଂହିତା 145
Compare ଗୀତସଂହିତା 145:12-16ଗୀତସଂହିତା 145:12-16