Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 145

ଗୀତସଂହିତା 145:15-20

Help us?
Click on verse(s) to share them!
15ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ; ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ।
16ତୁମ୍ଭେ ଆପଣା ହସ୍ତ ମେଲାଇ ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଅଛ।
17ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି,
18ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି।
19ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ।
20ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି; ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ।

Read ଗୀତସଂହିତା 145ଗୀତସଂହିତା 145
Compare ଗୀତସଂହିତା 145:15-20ଗୀତସଂହିତା 145:15-20