Text copied!
Bibles in Odia

ଗୀତସଂହିତା 145:16-18 in Odia

Help us?

ଗୀତସଂହିତା 145:16-18 in ଓଡିଆ ବାଇବେଲ

16 ତୁମ୍ଭେ ଆପଣା ହସ୍ତ ମେଲାଇ ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଅଛ।
17 ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି,
18 ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି।
ଗୀତସଂହିତା 145 in ଓଡିଆ ବାଇବେଲ