Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 145

ଗୀତସଂହିତା 145:7-9

Help us?
Click on verse(s) to share them!
7ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ ଓ ତୁମ୍ଭ ଧର୍ମ ବିଷୟ ଗାନ କରିବେ।
8ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ।
9ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ।

Read ଗୀତସଂହିତା 145ଗୀତସଂହିତା 145
Compare ଗୀତସଂହିତା 145:7-9ଗୀତସଂହିତା 145:7-9