Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 146

ଗୀତସଂହିତା 146:1-3

Help us?
Click on verse(s) to share them!
1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର।
2ମୁଁ ବଞ୍ଚିଥିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସାଗାନ କରିବି।
3ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ ସନ୍ତାନ ଉପରେ ନିର୍ଭର କର ନାହିଁ।

Read ଗୀତସଂହିତା 146ଗୀତସଂହିତା 146
Compare ଗୀତସଂହିତା 146:1-3ଗୀତସଂହିତା 146:1-3