Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 146

ଗୀତସଂହିତା 146:6-7

Help us?
Click on verse(s) to share them!
6ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି;
7ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି।

Read ଗୀତସଂହିତା 146ଗୀତସଂହିତା 146
Compare ଗୀତସଂହିତା 146:6-7ଗୀତସଂହିତା 146:6-7