Text copied!
Bibles in Odia

ଗୀତସଂହିତା 147:11-15 in Odia

Help us?

ଗୀତସଂହିତା 147:11-15 in ଓଡିଆ ବାଇବେଲ

11 ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି।
12 ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସିୟୋନ, ତୁମ୍ଭ ପରମେଶ୍ୱରଙ୍କର ପ୍ରଶଂସା କର;
13 କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି।
14 ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି।
15 ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ।
ଗୀତସଂହିତା 147 in ଓଡିଆ ବାଇବେଲ