Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 147

ଗୀତସଂହିତା 147:13-18

Help us?
Click on verse(s) to share them!
13କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି।
14ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି।
15ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ।
16ସେ ମେଷଲୋମ ପରି ତୁଷାର ଦିଅନ୍ତି; ସେ ଭସ୍ମ ତୁଲ୍ୟ ନୀହାର ବିଞ୍ଚି ଦିଅନ୍ତି।
17ସେ ଖଣ୍ଡ ଖଣ୍ଡ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ ?
18ସେ ଆପଣା ବାକ୍ୟ ପଠାଇ ସେସବୁ ତରଳାଇ ପକାନ୍ତି; ସେ ଆପଣା ବାୟୁ ବହାଇଲେ ଜଳ ପ୍ରବାହିତ ହୁଏ।

Read ଗୀତସଂହିତା 147ଗୀତସଂହିତା 147
Compare ଗୀତସଂହିତା 147:13-18ଗୀତସଂହିତା 147:13-18