Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 147

ଗୀତସଂହିତା 147:17-19

Help us?
Click on verse(s) to share them!
17ସେ ଖଣ୍ଡ ଖଣ୍ଡ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ ?
18ସେ ଆପଣା ବାକ୍ୟ ପଠାଇ ସେସବୁ ତରଳାଇ ପକାନ୍ତି; ସେ ଆପଣା ବାୟୁ ବହାଇଲେ ଜଳ ପ୍ରବାହିତ ହୁଏ।
19ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି।

Read ଗୀତସଂହିତା 147ଗୀତସଂହିତା 147
Compare ଗୀତସଂହିତା 147:17-19ଗୀତସଂହିତା 147:17-19