Text copied!
Bibles in Odia

ଗୀତସଂହିତା 147:17-19 in Odia

Help us?

ଗୀତସଂହିତା 147:17-19 in ଓଡିଆ ବାଇବେଲ

17 ସେ ଖଣ୍ଡ ଖଣ୍ଡ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ ?
18 ସେ ଆପଣା ବାକ୍ୟ ପଠାଇ ସେସବୁ ତରଳାଇ ପକାନ୍ତି; ସେ ଆପଣା ବାୟୁ ବହାଇଲେ ଜଳ ପ୍ରବାହିତ ହୁଏ।
19 ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି।
ଗୀତସଂହିତା 147 in ଓଡିଆ ବାଇବେଲ