Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 147

ଗୀତସଂହିତା 147:2-7

Help us?
Click on verse(s) to share them!
2ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି।
3ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।
4ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି।
5ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ।
6ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍‍ କରନ୍ତି।
7ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା ଗାନ କର;

Read ଗୀତସଂହିତା 147ଗୀତସଂହିତା 147
Compare ଗୀତସଂହିତା 147:2-7ଗୀତସଂହିତା 147:2-7