Text copied!
Bibles in Odia

ଗୀତସଂହିତା 147:2-7 in Odia

Help us?

ଗୀତସଂହିତା 147:2-7 in ଓଡିଆ ବାଇବେଲ

2 ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି।
3 ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।
4 ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି।
5 ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ।
6 ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍‍ କରନ୍ତି।
7 ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା ଗାନ କର;
ଗୀତସଂହିତା 147 in ଓଡିଆ ବାଇବେଲ