Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 147

ଗୀତସଂହିତା 147:8-11

Help us?
Click on verse(s) to share them!
8ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।
9ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରା କାଉ ଛୁଆମାନଙ୍କୁ ଆହାର ଦିଅନ୍ତି।
10ସେ ଅଶ୍ୱର ବଳରେ ସନ୍ତୁଷ୍ଟ ନୁହଁନ୍ତି; ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହଁନ୍ତି।
11ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି।

Read ଗୀତସଂହିତା 147ଗୀତସଂହିତା 147
Compare ଗୀତସଂହିତା 147:8-11ଗୀତସଂହିତା 147:8-11