Text copied!
Bibles in Odia

ଗୀତସଂହିତା 148:2-3 in Odia

Help us?

ଗୀତସଂହିତା 148:2-3 in ଓଡିଆ ବାଇବେଲ

2 ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
ଗୀତସଂହିତା 148 in ଓଡିଆ ବାଇବେଲ