Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 148

ଗୀତସଂହିତା 148:3-5

Help us?
Click on verse(s) to share them!
3ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
4ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
5ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ।

Read ଗୀତସଂହିତା 148ଗୀତସଂହିତା 148
Compare ଗୀତସଂହିତା 148:3-5ଗୀତସଂହିତା 148:3-5