Text copied!
Bibles in Odia

ଗୀତସଂହିତା 148:4-8 in Odia

Help us?

ଗୀତସଂହିତା 148:4-8 in ଓଡିଆ ବାଇବେଲ

4 ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
5 ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ।
6 ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ।
7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି;
8 ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;
ଗୀତସଂହିତା 148 in ଓଡିଆ ବାଇବେଲ