Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 148

ଗୀତସଂହିତା 148:6-13

Help us?
Click on verse(s) to share them!
6ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ।
7ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି;
8ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;
9ପର୍ବତ ଓ ସକଳ ଉପପର୍ବତ; ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ;
10ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍‍ଡୀୟମାନ ପକ୍ଷୀଗଣ;
11ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା।
12ଯୁବକ ଓ ଯୁବତୀମାନେ; ବୃଦ୍ଧ ଓ ବାଳକମାନେ;
13ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।

Read ଗୀତସଂହିତା 148ଗୀତସଂହିତା 148
Compare ଗୀତସଂହିତା 148:6-13ଗୀତସଂହିତା 148:6-13