Text copied!
Bibles in Odia

ଗୀତସଂହିତା 148:6-8 in Odia

Help us?

ଗୀତସଂହିତା 148:6-8 in ଓଡିଆ ବାଇବେଲ

6 ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ।
7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି;
8 ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;
ଗୀତସଂହିତା 148 in ଓଡିଆ ବାଇବେଲ