Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 148

ଗୀତସଂହିତା 148:7-9

Help us?
Click on verse(s) to share them!
7ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି;
8ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;
9ପର୍ବତ ଓ ସକଳ ଉପପର୍ବତ; ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ;

Read ଗୀତସଂହିତା 148ଗୀତସଂହିତା 148
Compare ଗୀତସଂହିତା 148:7-9ଗୀତସଂହିତା 148:7-9