Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 149

ଗୀତସଂହିତା 149:2-5

Help us?
Click on verse(s) to share them!
2ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ।
3ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ।
4କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ।
5ଭକ୍ତଗଣ ବିଜୟରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ;

Read ଗୀତସଂହିତା 149ଗୀତସଂହିତା 149
Compare ଗୀତସଂହିତା 149:2-5ଗୀତସଂହିତା 149:2-5