3ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ।
4କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ।
5ଭକ୍ତଗଣ ବିଜୟରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ;