Text copied!
Bibles in Odia

ଗୀତସଂହିତା 149:4-7 in Odia

Help us?

ଗୀତସଂହିତା 149:4-7 in ଓଡିଆ ବାଇବେଲ

4 କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ।
5 ଭକ୍ତଗଣ ବିଜୟରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ;
6 ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ।
7 ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ, ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ,
ଗୀତସଂହିତା 149 in ଓଡିଆ ବାଇବେଲ