Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 149

ଗୀତସଂହିତା 149:5-8

Help us?
Click on verse(s) to share them!
5ଭକ୍ତଗଣ ବିଜୟରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ;
6ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ।
7ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ, ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ,
8ସେମାନଙ୍କ ରାଜାଗଣକୁ ଶିକୁଳିରେ ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ,

Read ଗୀତସଂହିତା 149ଗୀତସଂହିତା 149
Compare ଗୀତସଂହିତା 149:5-8ଗୀତସଂହିତା 149:5-8