Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 14

ଗୀତସଂହିତା 14:3-5

Help us?
Click on verse(s) to share them!
3ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ।
4ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ ? ସେମାନେ ମୋ’ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।
5ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି।

Read ଗୀତସଂହିତା 14ଗୀତସଂହିତା 14
Compare ଗୀତସଂହିତା 14:3-5ଗୀତସଂହିତା 14:3-5