Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 14

ଗୀତସଂହିତା 14:5-7

Help us?
Click on verse(s) to share them!
5ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି।
6ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି।
7ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ ! ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦିତ୍ୱରୁ ଫେରାଇ ଆଣନ୍ତି ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ।

Read ଗୀତସଂହିତା 14ଗୀତସଂହିତା 14
Compare ଗୀତସଂହିତା 14:5-7ଗୀତସଂହିତା 14:5-7