Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 150

ଗୀତସଂହିତା 150:3-6

Help us?
Click on verse(s) to share them!
3ତୂରୀ ଧ୍ୱନିରେ ତାହାଙ୍କର ପ୍ରଶଂସା କର; ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର।
4ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର। ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର।
5ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର; ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର;
6ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Read ଗୀତସଂହିତା 150ଗୀତସଂହିତା 150
Compare ଗୀତସଂହିତା 150:3-6ଗୀତସଂହିତା 150:3-6