Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 16

ଗୀତସଂହିତା 16:2-5

Help us?
Click on verse(s) to share them!
2ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ।
3ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ।
4ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ଦେବତାଗଣର ନାମ ଆପଣା ଓଷ୍ଠାଧରରେ ନେବି ନାହିଁ।
5ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ।

Read ଗୀତସଂହିତା 16ଗୀତସଂହିତା 16
Compare ଗୀତସଂହିତା 16:2-5ଗୀତସଂହିତା 16:2-5