Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 16

ଗୀତସଂହିତା 16:3-4

Help us?
Click on verse(s) to share them!
3ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ।
4ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ଦେବତାଗଣର ନାମ ଆପଣା ଓଷ୍ଠାଧରରେ ନେବି ନାହିଁ।

Read ଗୀତସଂହିତା 16ଗୀତସଂହିତା 16
Compare ଗୀତସଂହିତା 16:3-4ଗୀତସଂହିତା 16:3-4