Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 16

ଗୀତସଂହିତା 16:4-6

Help us?
Click on verse(s) to share them!
4ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ଦେବତାଗଣର ନାମ ଆପଣା ଓଷ୍ଠାଧରରେ ନେବି ନାହିଁ।
5ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ।
6ମୋ’ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି।

Read ଗୀତସଂହିତା 16ଗୀତସଂହିତା 16
Compare ଗୀତସଂହିତା 16:4-6ଗୀତସଂହିତା 16:4-6