Text copied!
Bibles in Odia

ଗୀତସଂହିତା 16:4-6 in Odia

Help us?

ଗୀତସଂହିତା 16:4-6 in ଓଡିଆ ବାଇବେଲ

4 ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ଦେବତାଗଣର ନାମ ଆପଣା ଓଷ୍ଠାଧରରେ ନେବି ନାହିଁ।
5 ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ।
6 ମୋ’ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି।
ଗୀତସଂହିତା 16 in ଓଡିଆ ବାଇବେଲ