Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 16

ଗୀତସଂହିତା 16:7-11

Help us?
Click on verse(s) to share them!
7ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ଯେ ମୋତେ ପରାମର୍ଶ ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ।
8ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ।
9ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋ’ ଶରୀର ମଧ୍ୟ ନିରାପଦରେ ବାସ କରିବ।
10କାରଣ ତୁମ୍ଭେ ମୋ’ ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ।
11ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।”

Read ଗୀତସଂହିତା 16ଗୀତସଂହିତା 16
Compare ଗୀତସଂହିତା 16:7-11ଗୀତସଂହିତା 16:7-11