Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 17

ଗୀତସଂହିତା 17:4-6

Help us?
Click on verse(s) to share them!
4ମନୁଷ୍ୟର କାର୍ଯ୍ୟ ବୁଝି ମୁଁ ତୁମ୍ଭ ଓଷ୍ଠାଧରର ବାକ୍ୟ ଦ୍ୱାରା ଦୁର୍ଜ୍ଜନର ପଥରୁ ଆପଣାକୁ ରକ୍ଷା କରିଅଛି।
5ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି, ମୋହର ଚରଣ ଖସିଯାଇ ନାହିଁ।
6ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ୱର, ତୁମ୍ଭେ ମୋତେ ଉତ୍ତର ଦେବ; ମୋ’ ପ୍ରତି କର୍ଣ୍ଣ ଡେର ଓ ମୋ’ର କଥା ଶୁଣ।

Read ଗୀତସଂହିତା 17ଗୀତସଂହିତା 17
Compare ଗୀତସଂହିତା 17:4-6ଗୀତସଂହିତା 17:4-6