Text copied!
Bibles in Odia

ଗୀତସଂହିତା 17:4-6 in Odia

Help us?

ଗୀତସଂହିତା 17:4-6 in ଓଡିଆ ବାଇବେଲ

4 ମନୁଷ୍ୟର କାର୍ଯ୍ୟ ବୁଝି ମୁଁ ତୁମ୍ଭ ଓଷ୍ଠାଧରର ବାକ୍ୟ ଦ୍ୱାରା ଦୁର୍ଜ୍ଜନର ପଥରୁ ଆପଣାକୁ ରକ୍ଷା କରିଅଛି।
5 ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି, ମୋହର ଚରଣ ଖସିଯାଇ ନାହିଁ।
6 ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ୱର, ତୁମ୍ଭେ ମୋତେ ଉତ୍ତର ଦେବ; ମୋ’ ପ୍ରତି କର୍ଣ୍ଣ ଡେର ଓ ମୋ’ର କଥା ଶୁଣ।
ଗୀତସଂହିତା 17 in ଓଡିଆ ବାଇବେଲ