Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 18

ଗୀତସଂହିତା 18:10-11

Help us?
Click on verse(s) to share them!
10ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ; ହଁ, ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ।
11ସେ ଅନ୍ଧକାରକୁ ଆପଣାର ଗୁପ୍ତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ଡଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ୱରୂପ କଲେ।

Read ଗୀତସଂହିତା 18ଗୀତସଂହିତା 18
Compare ଗୀତସଂହିତା 18:10-11ଗୀତସଂହିତା 18:10-11