Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 18

ଗୀତସଂହିତା 18:13-14

Help us?
Click on verse(s) to share them!
13ସଦାପ୍ରଭୁ ମଧ୍ୟ ଆକାଶମଣ୍ଡଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ।
14ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ।

Read ଗୀତସଂହିତା 18ଗୀତସଂହିତା 18
Compare ଗୀତସଂହିତା 18:13-14ଗୀତସଂହିତା 18:13-14