Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 18

ଗୀତସଂହିତା 18:14-15

Help us?
Click on verse(s) to share them!
14ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ।
15ସେତେବେଳେ, ହେ ସଦାପ୍ରଭୁ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ୱାସ ବାୟୁରେ ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ଡଳର ମୂଳସକଳ ଅନାବୃତ ହେଲା।

Read ଗୀତସଂହିତା 18ଗୀତସଂହିତା 18
Compare ଗୀତସଂହିତା 18:14-15ଗୀତସଂହିତା 18:14-15