Text copied!
Bibles in Odia

ଗୀତସଂହିତା 18:16-17 in Odia

Help us?

ଗୀତସଂହିତା 18:16-17 in ଓଡିଆ ବାଇବେଲ

16 ସେ ଊର୍ଦ୍ଧ୍ୱରୁ ହସ୍ତ ବିସ୍ତାର କରି ମୋତେ ଧରିଲେ; ସେ ଆପଣା ଜଳରାଶିରୁ ମୋତେ ଓଟାରି ଆଣିଲେ,
17 ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ଉଦ୍ଧାର କଲେ, କାରଣ ସେମାନେ ମୋ’ ଅପେକ୍ଷା ଅତି ପରାକ୍ରାନ୍ତ ଥିଲେ।
ଗୀତସଂହିତା 18 in ଓଡିଆ ବାଇବେଲ