Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 18

ଗୀତସଂହିତା 18:18-20

Help us?
Click on verse(s) to share them!
18ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋତେ ଉଦ୍ଧାର କଲେ।
19ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋ’ଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ।
20ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋ’ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ।

Read ଗୀତସଂହିତା 18ଗୀତସଂହିତା 18
Compare ଗୀତସଂହିତା 18:18-20ଗୀତସଂହିତା 18:18-20