Text copied!
Bibles in Odia

ଗୀତସଂହିତା 18:18-20 in Odia

Help us?

ଗୀତସଂହିତା 18:18-20 in ଓଡିଆ ବାଇବେଲ

18 ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋତେ ଉଦ୍ଧାର କଲେ।
19 ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋ’ଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ।
20 ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋ’ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ।
ଗୀତସଂହିତା 18 in ଓଡିଆ ବାଇବେଲ