Text copied!
Bibles in Odia

ଗୀତସଂହିତା 18:20-22 in Odia

Help us?

ଗୀତସଂହିତା 18:20-22 in ଓଡିଆ ବାଇବେଲ

20 ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋ’ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ।
21 କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଅଛି ଓ ଦୁଷ୍ଟ ଭାବରେ ମୁଁ ପରମେଶ୍ୱରଙ୍କ ନିକଟରୁ ପ୍ରସ୍ଥାନ କରି ନାହିଁ।
22 ଆଉ, ତାହାଙ୍କ ଶାସନସବୁ ମୋ’ ସମ୍ମୁଖରେ ଥିଲା, ପୁଣି, ମୁଁ ତାହାଙ୍କ ବିଧିସବୁ ଆପଣାଠାରୁ ଦୂର କଲି ନାହିଁ।
ଗୀତସଂହିତା 18 in ଓଡିଆ ବାଇବେଲ