Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 18

ଗୀତସଂହିତା 18:23-25

Help us?
Click on verse(s) to share them!
23ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ ଅପରାଧରୁ ଆପଣାକୁ ରକ୍ଷା କଲି।
24ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋ’ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇ ଅଛନ୍ତି।
25ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ; ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ;

Read ଗୀତସଂହିତା 18ଗୀତସଂହିତା 18
Compare ଗୀତସଂହିତା 18:23-25ଗୀତସଂହିତା 18:23-25