Text copied!
Bibles in Odia

ଗୀତସଂହିତା 18:23-25 in Odia

Help us?

ଗୀତସଂହିତା 18:23-25 in ଓଡିଆ ବାଇବେଲ

23 ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ ଅପରାଧରୁ ଆପଣାକୁ ରକ୍ଷା କଲି।
24 ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋ’ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇ ଅଛନ୍ତି।
25 ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ; ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ;
ଗୀତସଂହିତା 18 in ଓଡିଆ ବାଇବେଲ