Text copied!
Bibles in Odia

ଗୀତସଂହିତା 18:23-27 in Odia

Help us?

ଗୀତସଂହିତା 18:23-27 in ଓଡିଆ ବାଇବେଲ

23 ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ ଅପରାଧରୁ ଆପଣାକୁ ରକ୍ଷା କଲି।
24 ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋ’ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇ ଅଛନ୍ତି।
25 ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ; ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ;
26 ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ। ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ;
27 କାରଣ ତୁମ୍ଭେ ଦୁଃଖୀଲୋକମାନଙ୍କୁ ତ୍ରାଣ କରିବ; ମାତ୍ର ଦାମ୍ଭିକ ଚକ୍ଷୁକୁ ତୁମ୍ଭେ ନତ କରିବ।
ଗୀତସଂହିତା 18 in ଓଡିଆ ବାଇବେଲ