Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 18

ଗୀତସଂହିତା 18:28-31

Help us?
Click on verse(s) to share them!
28ଯେଣୁ ତୁମ୍ଭେ ମୋ’ ପ୍ରଦୀପ ଜ୍ୱଳାଇବ; ସଦାପ୍ରଭୁ ମୋ’ ପରମେଶ୍ୱର ମୋ’ ଅନ୍ଧକାରକୁ ଆଲୁଅମୟ କରିବେ।
29କାରଣ ତୁମ୍ଭ ଦ୍ୱାରା ମୁଁ ସୈନ୍ୟଦଳ ଉପରେ ଦୌଡ଼େ ଓ ମୋ’ ପରମେଶ୍ୱରଙ୍କ ଦ୍ୱାରା ମୁଁ ପ୍ରାଚୀର ଡିଏଁ।
30ପରମେଶ୍ୱରଙ୍କ ପଥ ସିଦ୍ଧ; ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ; ସେ ଆପଣା ଶରଣାଗତ ସମସ୍ତଙ୍କର ଢାଲ।
31କାରଣ ସଦାପ୍ରଭୁଙ୍କ ଛଡ଼ା ପରମେଶ୍ୱର କିଏ ? ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଶୈଳ କିଏ ?

Read ଗୀତସଂହିତା 18ଗୀତସଂହିତା 18
Compare ଗୀତସଂହିତା 18:28-31ଗୀତସଂହିତା 18:28-31