Text copied!
Bibles in Odia

ଗୀତସଂହିତା 18:28-31 in Odia

Help us?

ଗୀତସଂହିତା 18:28-31 in ଓଡିଆ ବାଇବେଲ

28 ଯେଣୁ ତୁମ୍ଭେ ମୋ’ ପ୍ରଦୀପ ଜ୍ୱଳାଇବ; ସଦାପ୍ରଭୁ ମୋ’ ପରମେଶ୍ୱର ମୋ’ ଅନ୍ଧକାରକୁ ଆଲୁଅମୟ କରିବେ।
29 କାରଣ ତୁମ୍ଭ ଦ୍ୱାରା ମୁଁ ସୈନ୍ୟଦଳ ଉପରେ ଦୌଡ଼େ ଓ ମୋ’ ପରମେଶ୍ୱରଙ୍କ ଦ୍ୱାରା ମୁଁ ପ୍ରାଚୀର ଡିଏଁ।
30 ପରମେଶ୍ୱରଙ୍କ ପଥ ସିଦ୍ଧ; ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ; ସେ ଆପଣା ଶରଣାଗତ ସମସ୍ତଙ୍କର ଢାଲ।
31 କାରଣ ସଦାପ୍ରଭୁଙ୍କ ଛଡ଼ା ପରମେଶ୍ୱର କିଏ ? ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଶୈଳ କିଏ ?
ଗୀତସଂହିତା 18 in ଓଡିଆ ବାଇବେଲ