Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 18

ଗୀତସଂହିତା 18:38-40

Help us?
Click on verse(s) to share them!
38ମୁଁ ସେମାନଙ୍କୁ ଏପରି ଆଘାତ କରିବି ଯେ, ସେମାନେ ଆଉ ଉଠି ପାରିବେ ନାହିଁ; ସେମାନେ ମୋ’ ପଦ ତଳେ ପତିତ ହେବେ।
39କାରଣ ତୁମ୍ଭେ ବଳ ଦେଇ ଯୁଦ୍ଧାର୍ଥେ ମୋ’ କଟି ବାନ୍ଧିଅଛ; ମୋ’ ବିରୁଦ୍ଧରେ ଯେଉଁମାନେ ଉଠିଲେ, ସେମାନଙ୍କୁ ତୁମ୍ଭେ ମୋହର ବଶୀଭୂତ କରିଅଛ।
40ମଧ୍ୟ ତୁମ୍ଭେ ମୋ’ ଶତ୍ରୁମାନଙ୍କୁ ମୋ’ ନିକଟରୁ ଫେରାଇ ଦେଇଅଛ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କରିଅଛି।

Read ଗୀତସଂହିତା 18ଗୀତସଂହିତା 18
Compare ଗୀତସଂହିତା 18:38-40ଗୀତସଂହିତା 18:38-40