Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 18

ଗୀତସଂହିତା 18:44-46

Help us?
Click on verse(s) to share them!
44ସେମାନେ ମୋର ବିଷୟ ଶୁଣିବା ମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ।
45ବିଦେଶୀୟମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ ଗୁପ୍ତସ୍ଥାନରୁ ଥରହର ହୋଇ ବାହାରି ଆସିବେ।
46ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।

Read ଗୀତସଂହିତା 18ଗୀତସଂହିତା 18
Compare ଗୀତସଂହିତା 18:44-46ଗୀତସଂହିତା 18:44-46